ଏହି ଝିଅଙ୍କୁ ଶତ ସାଲାମ। ଝିଅ ତିଆରି କଲେ ଏହି ଜିନିଷ ଯାହା ଦ୍ୱାରା ରୋକି ପାରିବ ଦୁଷ୍କର୍ମ। ଏହି ଝିଅ ପାଇଁ ଗୋଟିଏ ସେୟାର ନିଶ୍ଚିତ କରନ୍ତୁ
ଭାରତୀୟ ସଂସ୍କୃତି ରେ ନାରୀ ମାନଙ୍କୁ ଦେବୀ ବୋଲି କୁହାଯାଏ।ନାରୀ ମାନଙ୍କୁ ଘରର ଲଷ୍ମୀ ବୋଲି ମଧ୍ୟ କୁହାଯାଏ। ମହିଳା ମାନଙ୍କୁ ସମ୍ମାନ ଦେବା ହେଉଛି ଭାରତୀୟ ସଂସ୍କୃତିର ମୂଳ ମନ୍ତ୍ର।ଆମକୁ ଏହି ସଂସାର କୁ ଆଣିଛନ୍ତି ଆମ ମାଆ, ଆମକୁ ସ୍ନେହ ଓ ମମତା ରେ ବାନ୍ଧି ରଖିବା ପାଇଁ ଜଣେ ଭଉଣୀ ର ଆବଶ୍ୟକ, ସାରା ଜୀବନ ଆମକୁ ପ୍ରେମ ଓ ଭଲ ପାଇବାରେ ବାନ୍ଧି ରଖିବା ସହ ସାରା ଜୀବନ ଆମ ଜୀବନସାଥୀ … Read more